Month: December 2024

କେତେ ସୁରକ୍ଷିତ ବୋତଲରେ ପାଣି ? ଜୀବନ ପାଇଁ ଆଣିପାରେ ବିପଦ !

କେତେ ସୁରକ୍ଷିତ ବୋତଲରେ ସିଲ୍ ହୋଇଥିବା ପାଣି । ଆମେ ଯାହାକୁ ଜୀବନ ରକ୍ଷା ପାଇଁ ପିଉଛେ, ସେ ହିଁ ଜୀବନ ପାଇଁ ଆଣିପାରେ ବିପଦ। ବଜାରରେ ମିଳୁଥିବା ପାଣି ବୋତଲକୁ ଏବେ ହାଇ ରିସ୍କ ଫୁଡ୍ କାଟାଗୋରୀଭୁକ୍ତ କରିବା ଲାଗି…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ; ଓଡ଼ିଶାରେ ରହିବେ ୫ ଦିନ 

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି। ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ତା’ପରେ ରାଷ୍ଟ୍ରପତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାର…

ଫୁଟ୍‌ବଲ୍‌ ମ୍ୟାଚ୍‌ ବେଳେ ରକ୍ତାକ୍ତ ସଂଘର୍ଷ , ୧୦୦ରୁ ଉର୍ଦ୍ଧ ମୃତ !

ଚାଲିଥିଲା ଫୁଟ୍‌ବଲ୍‌ ମ୍ୟାଚ୍‌। ଷ୍ଟାଡିୟମ୍‌ରେ ମ୍ୟାଚ୍‌ ଦେଖିବାକୁ ଖଚାଖଚ ଭିଡ଼ ମଧ୍ୟ ଜମିଥିଲା। ତେବେ ଏତିକି ବେଳେ ଆରମ୍ଭ ହୋଇଥିବା ହିଂସାକାଣ୍ଡ। ଗ୍ୟାଲେରୀରେ ବସିଥିବା ଦର୍ଶକ ପରସ୍ପର ପିଟାପିଟି ହୋଇଥିଲେ। ଫଳରେ ରକ୍ତାକ୍ତ ସଂଘର୍ଷ ଘଟଇଥିଲେ। ଏଥିରେ ୧୦୦ରୁ ଅଧିକ ଲୋକଙ୍କ ଜୀବନ…