Author: optimisticodia

ରୋମାଞ୍ଚକ ମୁକାବିଲାରେ ବାଜି ମାରିଲା ଟିମ୍ ଇଣ୍ଡିଆ । ତିଲକ ବର୍ମାଙ୍କ ବିସ୍ଫୋରକ ୫୧ ବଲ୍‌ରୁ ୧୦୦ ରନ୍

ତିଲକ ବର୍ମାଙ୍କ ବଡ଼ ଶୋ’। ମାରିଲେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରର ପ୍ରଥମ ଶତକ। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ରେ ତାଙ୍କୁ ମିଳିଛି ଏହି ସଫଳତା। ଦଳର ଅନ୍ୟ ଷ୍ଟାର ଖେଳାଳିମାନେ ଫେଲ ମାରିଥିବା ବେଳେ ତିଲକ ବର୍ମାଙ୍କ ଅପରାଜିତ…

‘ସୁଭଦ୍ରା’ ଟଙ୍କା ପାଇନଥିବା ଲୋକ କେମିତି ପାଇବେ ଟଙ୍କା !

ଏଇ ନଭେମ୍ବର ମାସ ୨୪ ତାରିଖରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ୫ ହଜାର ଟଙ୍କା ଦିଆଯିବ । ମାତ୍ର ଏହି ଯୋଜନାରେ ୨ ଲକ୍ଷ…

ଖୁବଶୀଘ୍ର ଫେରୁଛି ‘ଶକ୍ତିମାନ’, ସାମନାକୁ ଆସିଲା ଟିଜର

ଭାରତର ପ୍ରଥମ ସୁପରହିରୋ ‘ଶକ୍ତିମାନ’, ତାଙ୍କୁ କିଏ ବା ନ ଜାଣେ ? ୯୦ଦଶକର ଟେଲିଭିଜନର ସବୁଠାରୁ ଚର୍ଚ୍ଚିତ ଧାରାବାହିକ ‘ଶକ୍ତିମାନ’ ଘରେ ଘରେ ପରିଚିତ। ଭାରତରେ ବ୍ୟାଟ୍‌ମ୍ୟାନ୍‌ କିମ୍ବା ସ୍ପାଇଡରମ୍ୟାନ ନୁହେଁ ଶକ୍ତିମାନ ଥିଲା ୯୦ ଦଶକର ସୁପରହିରୋ। ଏହାକୁ…

ଟଏଲେଟ୍‌ରେ ମୋବାଇଲ୍ ବ୍ୟବହାର କରୁଛନ୍ତି କି ? ସାବଧାନ !

ମୋବାଇଲ୍ ଫୋନ୍ ଆଜି ଏକ ବଡ଼ ଆବଶ୍ୟକତା ପାଲଟିଛି। କିଛି ସମୟ ପାଇଁ ମଧ୍ୟ ଏଥିରୁ ଦୂରେଇ ରହିବା ଲୋକଙ୍କ ପାଇଁ କଷ୍ଟକର ହୋଇପଡିଛି। ସେ ଖାଇବା ବେଳେ ହେଉ କି ପଢିବା ବେଳେ ଲୋକେ ଏହାକୁ ଛାଡି ପାରୁ ନାହାନ୍ତି।…

ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ ; ରହିବ ସମ୍ବଲପୁରୀ ଛିଟ

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନର୍ସଙ୍କ ଡ୍ରେସ କୋଡ୍। ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେନଣ୍ଡର୍ ବା ହାଲୁକା ବାଇଗଣୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସମାନେ। ଉଭୟ…

ଟି-୨୦ ସିରିଜ୍ : ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ

ଡରବାନ୍‌ରେ ଭାରତର ଦମ୍‌ଦାର ବିଜୟ। ଘରୋଇ ଦଳକୁ ହରାଇଲା ଟିମ୍‌ ଇଣ୍ଡିଆ। ଟି-ଟ୍ୱେଣ୍ଟି ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ଦମ୍‌ଦାର ବିଜୟ ହାସଲ କରିଛି। ସଞ୍ଜୁଙ୍କ ଶତକ ଓ ବୋଲର୍‌ଙ୍କ ଘାତକ ବୋଲିଂରେ ଘାଇଲା ହୋଇଛି ଘରୋଇ…

ହାଇସ୍କୁଲ ଶିକ୍ଷକଙ୍କ ପାଇଁ ଖୁସି ଖବର, ଏଣିକି ଘର କରିବା ପାଇଁ ସରକାର ଦେବେ ଟଙ୍କା !

ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ଆସିଛି ଖୁସି ଖବର । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ହୋଇଛି ବଡ଼ ଘୋଷଣା । ସମସ୍ତ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା ମିଳିବ । ତେବେ…

ସ୍କୁଲ୍‌ ପିଲାଙ୍କ ପାଇଁ ଗୋଟିଏ ଦେଶ, ଗୋଟିଏ ପରିଚୟ ପତ୍ର ବାଧ୍ୟତାମୂଳକ ହେବାକୁ ଯାଉଛି , ସବୁ ଛାତ୍ରଛାତ୍ରୀଙ୍କ ଏକକ ପରିଚୟ ପତ୍ର ତିଆରି ହେବ।

ସ୍କୁଲ୍‌ ପିଲାଙ୍କ ପାଇଁ ଗୋଟିଏ ଦେଶ, ଗୋଟିଏ ପରିଚୟ ପତ୍ର ବାଧ୍ୟତାମୂଳକ ହେବାକୁ ଯାଉଛି . ସବୁ ଛାତ୍ରଛାତ୍ରୀଙ୍କ ଏକକ ପରିଚୟ ପତ୍ର ତିଆରି ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟ ଓ…

ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁ ଭଳି ପୋଷାକ ପିନ୍ଧିବେ, କେଉଁ ପୋଷାକକୁ ବାରଣ କରାଯାଇଛି ଏନେଇ ଆଜି ବିସ୍ତୁତ ଭାବେ ଜାରି ହୋଇଛି ଗାଇଡ଼ଲାଇନ୍‌ ।

ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁ ଭଳି ପୋଷାକ ପିନ୍ଧିବେ, କେଉଁ ପୋଷାକକୁ ବାରଣ କରାଯାଇଛି ଏନେଇ ଆଜି ବିସ୍ତୁତ ଭାବେ ଜାରି ହୋଇଛି ଗାଇଡ଼ଲାଇନ୍‌ । ଆଜି ଏନେଇ ଶ୍ରୀମନ୍ଦିର ସୂଚନା କେନ୍ଦ୍ରରୁ ଭକ୍ତଙ୍କୁ ଅବଗତ କରାଯାଇଛିା ମାଇକ୍ ଯୋଗେଁ ଘୋଷଣା…