ଖୁସି ଖବର : ମାର୍ଚ୍ଚ ୭ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍। ଆସନ୍ତାବର୍ଷ ମାର୍ଚ୍ଚ ୭ ‘ସୁଭଦ୍ରା’ ଆବେଦନର ଡେଡଲାଇନ୍। ଅର୍ଥାତ ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମାର୍ଚ୍ଚ ୮…