Category: NEWS

ଆଜିଠୁ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ CUTTACK BALI JATRA STARTING FROM TODAY

ଆଜିଠୁ ଆରମ୍ଭ ହେଉଛି କଟକର ଐତିହାସିକ ବାଲିଯାତ୍ରା । ମହାନଦୀ ବାଲିପଠାରେ ୨୨ ତାରିଖ ଯାଏ ଚାଲିବ । ସନ୍ଧ୍ୟା ୫ଟାରେ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ ସାମିଲ ହେବେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ,…

ଫେବ୍ରୁଆରୀ ୨୧ରୁ ମାଟ୍ରିକ ପରୀକ୍ଷା Odisha Matric Exam 2025 Schedule Released

ମାଟ୍ରିକ୍ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର । 2024-25 ପାଇଁ ଘୋଷଣା ହେଲା ମାଟ୍ରିକ୍ ପରୀକ୍ଷା ଚାରିଖ । ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ଫେବୃଆାରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ…

‘ସିନେମା ମୋ ବୋପାର ନୁହେଁ, ଏହା ଆମ ଓଡ଼ିଶାର’ : ମନୋଜ ମିଶ୍ର

ପୁଣି ବଢ଼ିଲା ଓଲିଉଡ୍ କଳି । ଗତକାଲି ଓଡ଼ିଶା ଫିଲ୍ମ୍ ଓ ଟିଭି ନିର୍ଦ୍ଦେଶକ ସଂଘ ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ଦେବା ପରେ ଆଜି ପ୍ରେସମିଟ୍‌ କରି ବର୍ଷିଲେ ମନୋଜ ମିଶ୍ର । ନିର୍ମାତା-ନିର୍ଦ୍ଦେଶକ ସଂଘ…

ରୋମାଞ୍ଚକ ମୁକାବିଲାରେ ବାଜି ମାରିଲା ଟିମ୍ ଇଣ୍ଡିଆ । ତିଲକ ବର୍ମାଙ୍କ ବିସ୍ଫୋରକ ୫୧ ବଲ୍‌ରୁ ୧୦୦ ରନ୍

ତିଲକ ବର୍ମାଙ୍କ ବଡ଼ ଶୋ’। ମାରିଲେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରର ପ୍ରଥମ ଶତକ। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ରେ ତାଙ୍କୁ ମିଳିଛି ଏହି ସଫଳତା। ଦଳର ଅନ୍ୟ ଷ୍ଟାର ଖେଳାଳିମାନେ ଫେଲ ମାରିଥିବା ବେଳେ ତିଲକ ବର୍ମାଙ୍କ ଅପରାଜିତ…

‘ସୁଭଦ୍ରା’ ଟଙ୍କା ପାଇନଥିବା ଲୋକ କେମିତି ପାଇବେ ଟଙ୍କା !

ଏଇ ନଭେମ୍ବର ମାସ ୨୪ ତାରିଖରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ୫ ହଜାର ଟଙ୍କା ଦିଆଯିବ । ମାତ୍ର ଏହି ଯୋଜନାରେ ୨ ଲକ୍ଷ…

ଖୁବଶୀଘ୍ର ଫେରୁଛି ‘ଶକ୍ତିମାନ’, ସାମନାକୁ ଆସିଲା ଟିଜର

ଭାରତର ପ୍ରଥମ ସୁପରହିରୋ ‘ଶକ୍ତିମାନ’, ତାଙ୍କୁ କିଏ ବା ନ ଜାଣେ ? ୯୦ଦଶକର ଟେଲିଭିଜନର ସବୁଠାରୁ ଚର୍ଚ୍ଚିତ ଧାରାବାହିକ ‘ଶକ୍ତିମାନ’ ଘରେ ଘରେ ପରିଚିତ। ଭାରତରେ ବ୍ୟାଟ୍‌ମ୍ୟାନ୍‌ କିମ୍ବା ସ୍ପାଇଡରମ୍ୟାନ ନୁହେଁ ଶକ୍ତିମାନ ଥିଲା ୯୦ ଦଶକର ସୁପରହିରୋ। ଏହାକୁ…

ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ ; ରହିବ ସମ୍ବଲପୁରୀ ଛିଟ

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନର୍ସଙ୍କ ଡ୍ରେସ କୋଡ୍। ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେନଣ୍ଡର୍ ବା ହାଲୁକା ବାଇଗଣୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସମାନେ। ଉଭୟ…

ଟି-୨୦ ସିରିଜ୍ : ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ

ଡରବାନ୍‌ରେ ଭାରତର ଦମ୍‌ଦାର ବିଜୟ। ଘରୋଇ ଦଳକୁ ହରାଇଲା ଟିମ୍‌ ଇଣ୍ଡିଆ। ଟି-ଟ୍ୱେଣ୍ଟି ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ଦମ୍‌ଦାର ବିଜୟ ହାସଲ କରିଛି। ସଞ୍ଜୁଙ୍କ ଶତକ ଓ ବୋଲର୍‌ଙ୍କ ଘାତକ ବୋଲିଂରେ ଘାଇଲା ହୋଇଛି ଘରୋଇ…

ହାଇସ୍କୁଲ ଶିକ୍ଷକଙ୍କ ପାଇଁ ଖୁସି ଖବର, ଏଣିକି ଘର କରିବା ପାଇଁ ସରକାର ଦେବେ ଟଙ୍କା !

ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ଆସିଛି ଖୁସି ଖବର । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ହୋଇଛି ବଡ଼ ଘୋଷଣା । ସମସ୍ତ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା ମିଳିବ । ତେବେ…

ସ୍କୁଲ୍‌ ପିଲାଙ୍କ ପାଇଁ ଗୋଟିଏ ଦେଶ, ଗୋଟିଏ ପରିଚୟ ପତ୍ର ବାଧ୍ୟତାମୂଳକ ହେବାକୁ ଯାଉଛି , ସବୁ ଛାତ୍ରଛାତ୍ରୀଙ୍କ ଏକକ ପରିଚୟ ପତ୍ର ତିଆରି ହେବ।

ସ୍କୁଲ୍‌ ପିଲାଙ୍କ ପାଇଁ ଗୋଟିଏ ଦେଶ, ଗୋଟିଏ ପରିଚୟ ପତ୍ର ବାଧ୍ୟତାମୂଳକ ହେବାକୁ ଯାଉଛି . ସବୁ ଛାତ୍ରଛାତ୍ରୀଙ୍କ ଏକକ ପରିଚୟ ପତ୍ର ତିଆରି ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟ ଓ…