Category: ଓଡିଶା ଖବର

ଆଜିଠୁ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ CUTTACK BALI JATRA STARTING FROM TODAY

ଆଜିଠୁ ଆରମ୍ଭ ହେଉଛି କଟକର ଐତିହାସିକ ବାଲିଯାତ୍ରା । ମହାନଦୀ ବାଲିପଠାରେ ୨୨ ତାରିଖ ଯାଏ ଚାଲିବ । ସନ୍ଧ୍ୟା ୫ଟାରେ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ ସାମିଲ ହେବେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ,…

‘ସୁଭଦ୍ରା’ ଟଙ୍କା ପାଇନଥିବା ଲୋକ କେମିତି ପାଇବେ ଟଙ୍କା !

ଏଇ ନଭେମ୍ବର ମାସ ୨୪ ତାରିଖରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ୫ ହଜାର ଟଙ୍କା ଦିଆଯିବ । ମାତ୍ର ଏହି ଯୋଜନାରେ ୨ ଲକ୍ଷ…

ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ ; ରହିବ ସମ୍ବଲପୁରୀ ଛିଟ

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନର୍ସଙ୍କ ଡ୍ରେସ କୋଡ୍। ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେନଣ୍ଡର୍ ବା ହାଲୁକା ବାଇଗଣୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସମାନେ। ଉଭୟ…

ହାଇସ୍କୁଲ ଶିକ୍ଷକଙ୍କ ପାଇଁ ଖୁସି ଖବର, ଏଣିକି ଘର କରିବା ପାଇଁ ସରକାର ଦେବେ ଟଙ୍କା !

ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ଆସିଛି ଖୁସି ଖବର । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ହୋଇଛି ବଡ଼ ଘୋଷଣା । ସମସ୍ତ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା ମିଳିବ । ତେବେ…

ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁ ଭଳି ପୋଷାକ ପିନ୍ଧିବେ, କେଉଁ ପୋଷାକକୁ ବାରଣ କରାଯାଇଛି ଏନେଇ ଆଜି ବିସ୍ତୁତ ଭାବେ ଜାରି ହୋଇଛି ଗାଇଡ଼ଲାଇନ୍‌ ।

ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁ ଭଳି ପୋଷାକ ପିନ୍ଧିବେ, କେଉଁ ପୋଷାକକୁ ବାରଣ କରାଯାଇଛି ଏନେଇ ଆଜି ବିସ୍ତୁତ ଭାବେ ଜାରି ହୋଇଛି ଗାଇଡ଼ଲାଇନ୍‌ । ଆଜି ଏନେଇ ଶ୍ରୀମନ୍ଦିର ସୂଚନା କେନ୍ଦ୍ରରୁ ଭକ୍ତଙ୍କୁ ଅବଗତ କରାଯାଇଛିା ମାଇକ୍ ଯୋଗେଁ ଘୋଷଣା…

ଏଣିକି ଆଉ ଛାଡ଼ ନାହିଁ । ଓଡ଼ିଆରେ ନାମଫଳକ ନଲେଖିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍‌ ଗଣିବାକୁ ପଡ଼ିବ

ଏଣିକି ଆଉ ଛାଡ଼ ନାହିଁ । ଓଡ଼ିଆରେ ନାମଫଳକ ନଲେଖିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍‌ ଗଣିବାକୁ ପଡ଼ିବ। ଖାଲି ଏତିକି ନୁହେଁ କୋର୍ଟ ବି ଦୌଡ଼ିବାକୁ ପଡ଼ିବ। ଏଭଳି ଶୂନ୍ୟ ସହନଶୀଳତା ନୀତି ଆପଣାଇଛି…