Tag: o2 entertainment

ପୁଷ୍ପା ଫେମ୍ ଅଲ୍ଲୁ ଅର୍ଜୁନ ଗିରଫ | ୧୪ ଦିନ ପାଇଁ ରହିବେ ହାଜତରେ !

ସୁପର୍‌ଷ୍ଟାର୍ ଅଲ୍ଲୁ ଅର୍ଜୁନ ଆଜି ଗିରଫ ହୋଇଛନ୍ତି । ‘ପୁଷ୍ପା ୨: ଦି ରୁଲ୍’ର ପ୍ରିମିୟର୍ ସୋ’ରେ ଦଳାଚକଟା ମାମଲାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ଏବେ ସାଉଥ୍‌ ସୁପର୍‌‌ଷ୍ଟାର୍‌…

ବାଜିମାତ୍ କରୁଛି ‘ପୁଷ୍ପା ୨’ ; ଭାଙ୍ଗିଲା ସବୁ ରେକର୍ଡ

ଧୂମ୍ ମଚଉଛି ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦାନାଙ୍କ ଫିଲ୍ମ ‘ପୁଷ୍ପା ୨’। ସବୁ ପ୍ରେକ୍ଷାଳୟରେ ନାହିଁ ନ ଥିବା ଭିଡ। ଏହି ଫିଲ୍ମରେ ପୁଣି ଥରେ ଅଲୁ ଅର୍ଜୁନ ପୁଷ୍ପରାଜ ହୋଇ ଜବରଦସ୍ତ ଅଭିନୟ କରୁଥିବା ନଜର ଆସିଛନ୍ତି। ‘ପୁଷ୍ପା :…

ଝାଡ଼ଖଣ୍ଡରେ ପୁଣି ‘ସୋରେନ୍’ ସରକାର ! ହାରିଲା ବିଜେପି

ଝାଡ଼ଖଣ୍ଡରେ ପୁଣି ହେବାକୁ ଯାଉଛି ଜେଏମଏମ୍ ସରକାର । ମହାମେଣ୍ଟର ମହାବିଜୟ । ୮୧ ବିଧାନସଭା ଆସନରୁ ଜେଏମଏମ୍ ନେତୃତ୍ବାଧୀନ ଗଠବନ୍ଧନ ଜିତିଛି ୫୬ ସିଟ୍ । ଏନଡିଏ ଖାତାରେ ପଡିଛି ୨୪ ଆସନ । ଝାଡ଼ଖଣ୍ଡରେ ପୁଣି ସୋରେନ୍ ସରକାର…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ( ୨୦୨୦, ୨୧ ଏବଂ ୨୨ ପାଇଁ) ଜାଣନ୍ତୁ କିଏ ପାଇଲେ କେଉଁ ପୁରସ୍କାର …

ଘୋଷଣା ହେଲା ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଏକାଥରକେ ୩ବର୍ଷ ଅର୍ଥାତ ୨୦୨୦, ୨୦୨୧ ଓ ୨୦୨୨ ମସିହା ପାଇଁ ଘୋଷଣା ହୋଇଛି ଏହି ପୁରସ୍କାର। ଏଥିସହ ଜୀବନ ବ୍ୟାପୀ ସାଧନା ପାଇଁ ସର୍ବୋଚ୍ଚ ପୁରସ୍କାର ‘ମୋହନ ସୁନ୍ଦର ଦେବ ଗୋସ୍ୱାମୀ’…

ରୋମାଞ୍ଚକ ମୁକାବିଲାରେ ବାଜି ମାରିଲା ଟିମ୍ ଇଣ୍ଡିଆ । ତିଲକ ବର୍ମାଙ୍କ ବିସ୍ଫୋରକ ୫୧ ବଲ୍‌ରୁ ୧୦୦ ରନ୍

ତିଲକ ବର୍ମାଙ୍କ ବଡ଼ ଶୋ’। ମାରିଲେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରର ପ୍ରଥମ ଶତକ। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ରେ ତାଙ୍କୁ ମିଳିଛି ଏହି ସଫଳତା। ଦଳର ଅନ୍ୟ ଷ୍ଟାର ଖେଳାଳିମାନେ ଫେଲ ମାରିଥିବା ବେଳେ ତିଲକ ବର୍ମାଙ୍କ ଅପରାଜିତ…

ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ ; ରହିବ ସମ୍ବଲପୁରୀ ଛିଟ

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନର୍ସଙ୍କ ଡ୍ରେସ କୋଡ୍। ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେନଣ୍ଡର୍ ବା ହାଲୁକା ବାଇଗଣୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସମାନେ। ଉଭୟ…

ଟି-୨୦ ସିରିଜ୍ : ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ

ଡରବାନ୍‌ରେ ଭାରତର ଦମ୍‌ଦାର ବିଜୟ। ଘରୋଇ ଦଳକୁ ହରାଇଲା ଟିମ୍‌ ଇଣ୍ଡିଆ। ଟି-ଟ୍ୱେଣ୍ଟି ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ଦମ୍‌ଦାର ବିଜୟ ହାସଲ କରିଛି। ସଞ୍ଜୁଙ୍କ ଶତକ ଓ ବୋଲର୍‌ଙ୍କ ଘାତକ ବୋଲିଂରେ ଘାଇଲା ହୋଇଛି ଘରୋଇ…

ଏଣିକି ଆଉ ଛାଡ଼ ନାହିଁ । ଓଡ଼ିଆରେ ନାମଫଳକ ନଲେଖିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍‌ ଗଣିବାକୁ ପଡ଼ିବ

ଏଣିକି ଆଉ ଛାଡ଼ ନାହିଁ । ଓଡ଼ିଆରେ ନାମଫଳକ ନଲେଖିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍‌ ଗଣିବାକୁ ପଡ଼ିବ। ଖାଲି ଏତିକି ନୁହେଁ କୋର୍ଟ ବି ଦୌଡ଼ିବାକୁ ପଡ଼ିବ। ଏଭଳି ଶୂନ୍ୟ ସହନଶୀଳତା ନୀତି ଆପଣାଇଛି…